ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣା: ଟାଟୁରୁ ପରିଚୟ ଖୋଜୁଛି…
କଟକ,୧୪।୧୨: ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣାରେ ମହିଳାଙ୍କୁ ଚିହ୍ନଟ କରିବା ବଡ଼ ଚ୍ୟାଲେଞ୍ଜ କହିଲେ ଡିସିପି। ମହିଳାଙ୍କ ମୁହଁରେ ଗଭୀର ଆଘାତ ଥିବାରୁ ଚିହ୍ନିବା କଷ୍ଟକର ହୋଇଯାଇଛି। ଆଖପାଖ ଥାନାକୁ ନିଖୋଜ ବ୍ୟକ୍ତିଙ୍କ ତଥ୍ୟ ମଗାଯାଇଛି। ମହିଳାଙ୍କ ହାତରେ ବାବା ବଳିଆ ଲେଖା ଥିବାରୁ ଆଶ୍ରମରେ ପଚରାଉଚରା ହେଉଛି। ସାଇଣ୍ଟିଫିକ ଦ୍ବାରା ମହିଳାଙ୍କ ଲୁଗା ଓ ଟିପ ଚିହ୍ନ ସଂଗ୍ରହ କରାଯାଇଛି। The post ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣା: ଟାଟୁରୁ ପରିଚୟ ଖୋଜୁଛି… appeared first on Dharitri Odia News.
କଟକ,୧୪।୧୨: ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣାରେ ମହିଳାଙ୍କୁ ଚିହ୍ନଟ କରିବା ବଡ଼ ଚ୍ୟାଲେଞ୍ଜ କହିଲେ ଡିସିପି। ମହିଳାଙ୍କ ମୁହଁରେ ଗଭୀର ଆଘାତ ଥିବାରୁ ଚିହ୍ନିବା କଷ୍ଟକର ହୋଇଯାଇଛି। ଆଖପାଖ ଥାନାକୁ ନିଖୋଜ ବ୍ୟକ୍ତିଙ୍କ ତଥ୍ୟ ମଗାଯାଇଛି। ମହିଳାଙ୍କ ହାତରେ ବାବା ବଳିଆ ଲେଖା ଥିବାରୁ ଆଶ୍ରମରେ ପଚରାଉଚରା ହେଉଛି। ସାଇଣ୍ଟିଫିକ ଦ୍ବାରା ମହିଳାଙ୍କ ଲୁଗା ଓ ଟିପ ଚିହ୍ନ ସଂଗ୍ରହ କରାଯାଇଛି।
The post ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣା: ଟାଟୁରୁ ପରିଚୟ ଖୋଜୁଛି… appeared first on Dharitri Odia News.