ନଦୀରେ ମରି ଭାସୁଛନ୍ତି ଶହଶହ ମାଛ
ପିପିଲି,୨୫।୬: ପୂରୀ ଜିଲା ପିପିଲି ରାଜୁଆ ନଦୀରେ ମଙ୍ଗଳବାର ଶହଶହ ମାଛ ମରି ଭାସୁଥିବା ଦେଖିବବାକୁ ମିଳିଛି। ନଦୀ ଜଳ ବିଷାକ୍ତ ହେଉଥିବାରୁ ମାଛ ମରି ଭାସୁଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକଟ କରିଛନ୍ତି। ତୁରନ୍ତ ବିଭାଗୀୟ ଅଧିକାରୀ ଘଟଣାର ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। The post ନଦୀରେ ମରି ଭାସୁଛନ୍ତି ଶହଶହ ମାଛ appeared first on Dharitri Odia News.
ପିପିଲି,୨୫।୬: ପୂରୀ ଜିଲା ପିପିଲି ରାଜୁଆ ନଦୀରେ ମଙ୍ଗଳବାର ଶହଶହ ମାଛ ମରି ଭାସୁଥିବା ଦେଖିବବାକୁ ମିଳିଛି। ନଦୀ ଜଳ ବିଷାକ୍ତ ହେଉଥିବାରୁ ମାଛ ମରି ଭାସୁଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକଟ କରିଛନ୍ତି। ତୁରନ୍ତ ବିଭାଗୀୟ ଅଧିକାରୀ ଘଟଣାର ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
The post ନଦୀରେ ମରି ଭାସୁଛନ୍ତି ଶହଶହ ମାଛ appeared first on Dharitri Odia News.