ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍, ଆୟକର ଫାଙ୍କି ଅଭିଯୋଗରେ ଚଢାଉ

ସମ୍ବଲପୁର ,୧୭/୦୧: ବଢିଲା ଦିବଂଗତ ବିଜେଡି ନେତା ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଅଡୁଆ । ସକାଳୁ ସକାଳୁ ତାଙ୍କ ଘରେ ପଶିଛି ଆୟକର ବିଭାଗ । ଆୟକର ଫାଙ୍କିବା ଅଭିଯୋଗରେ ଆଇଟି ରେଡ୍ କରାଯାଉଛି । ସମ୍ୱଲପୁର ସିଟି ଷ୍ଟେସନ ନିକଟସ୍ଥ ଭଡା ଘରେ ଏହି ରେଡ୍ କରାଯାଉଛି । ୧୦ଟି ଇନୋଭା ଗାଡିରେ ବାହାରୁ ଟିମ୍ ଆସି ରେଡ କରାଯାଉଥିବା ସୂଚନା ମିଳିଛି । ତେବେ ରେଡ ସମ୍ପର୍କରେ କେହି ମୁହଁ ଖୋଲିନଥିବା ଜଣାପଡିଛି । ସୂଚନା ଥାଉକି, ସ୍ୱର୍ଗତ ନେତା ନବ ଦାସଙ୍କ ଭାଇ ବ୍ରଜକିଶୋଦ ରାସ ଜଣେ ସୁପର କ୍ଲାସ କଣ୍ଟ୍ରାକ୍ଟର । ଦୀର୍ଘଦିନ ଧରି ସେ ଆୟକର ଫାକିବା ନେଇ ଅଭିଯୋଗ ହେଉଥିଲା । ଏହି ଅଭିଯୋଗରେ ଚଢାଉ ହୋଇଥିବା ଅନୁମାନ । ଭୁବନେଶ୍ୱର, ଛତିଶଗଡ ଟିମ୍‌ର ମିଳିତ ଚଢାଉ ହୋଇଥିବା ଅନୁମାନ କରାଯାଉଛି । ୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ୍ ହୋଇଥିଲା। ଏକକାଳୀନ ୧୫ ସ୍ଥାନରେ ୨୦ଟି ଟମ୍ ଚଢାଉ କରିଥିବା ସୂଚନା

ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍, ଆୟକର ଫାଙ୍କି ଅଭିଯୋଗରେ ଚଢାଉ

ସମ୍ବଲପୁର ,୧୭/୦୧: ବଢିଲା ଦିବଂଗତ ବିଜେଡି ନେତା ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଅଡୁଆ । ସକାଳୁ ସକାଳୁ ତାଙ୍କ ଘରେ ପଶିଛି ଆୟକର ବିଭାଗ । ଆୟକର ଫାଙ୍କିବା ଅଭିଯୋଗରେ ଆଇଟି ରେଡ୍ କରାଯାଉଛି । ସମ୍ୱଲପୁର ସିଟି ଷ୍ଟେସନ ନିକଟସ୍ଥ ଭଡା ଘରେ ଏହି ରେଡ୍ କରାଯାଉଛି । ୧୦ଟି ଇନୋଭା ଗାଡିରେ ବାହାରୁ ଟିମ୍ ଆସି ରେଡ କରାଯାଉଥିବା ସୂଚନା ମିଳିଛି । ତେବେ ରେଡ ସମ୍ପର୍କରେ କେହି ମୁହଁ ଖୋଲିନଥିବା ଜଣାପଡିଛି । 

ସୂଚନା ଥାଉକି, ସ୍ୱର୍ଗତ ନେତା ନବ ଦାସଙ୍କ ଭାଇ ବ୍ରଜକିଶୋଦ ରାସ ଜଣେ ସୁପର କ୍ଲାସ କଣ୍ଟ୍ରାକ୍ଟର । ଦୀର୍ଘଦିନ ଧରି ସେ ଆୟକର ଫାକିବା ନେଇ ଅଭିଯୋଗ ହେଉଥିଲା । ଏହି ଅଭିଯୋଗରେ ଚଢାଉ ହୋଇଥିବା ଅନୁମାନ । ଭୁବନେଶ୍ୱର, ଛତିଶଗଡ ଟିମ୍‌ର ମିଳିତ ଚଢାଉ ହୋଇଥିବା ଅନୁମାନ କରାଯାଉଛି । ୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ୍ ହୋଇଥିଲା। ଏକକାଳୀନ ୧୫ ସ୍ଥାନରେ ୨୦ଟି ଟମ୍ ଚଢାଉ କରିଥିବା ସୂଚନା