ନବ ଦାସଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଗୋପାଳ ହତ୍ୟାକାରୀ ନା…
ଭୁବନେଶ୍ୱର,୧୮।୧: ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଗୋପାଳ ନବ ଦାସଙ୍କ ହତ୍ୟାକାରୀ ନା ଆଉ କିଏ ସେନେଇ ପ୍ରଶ୍ନ ଉଠିଛି। ରାଜ୍ୟ ଫରେନ୍ସିକ ଲାବ୍ରୋଟୋରୀ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ଖୁଲାସା ହୋଇଛି। ଏକାଧିକ ବନ୍ଧୁକରୁ ଗୁଳିମାଡ଼ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଘଟଣା ଦିନ ସ୍ବାସ୍ଥ୍ୟବିଭାଗ ଗାଡ଼ିକୁ ମଧ୍ୟ ୫ ରାଉଣ୍ଡ ଗୁଳି ହୋଇଥିଲା। ଗୋପାଳଙ୍କ ବନ୍ଧୁକରୁ ୩ ଗୁଳିରୁ ଗୋଟେ ଗୋଟିଏ ବ୍ଲାଙ୍କ ଫାୟାରିଂ, ଗୋଟିଏ ଅକାମୀ ହୋଇଥିଲା। ଅନ୍ୟ […] The post ନବ ଦାସଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଗୋପାଳ ହତ୍ୟାକାରୀ ନା… appeared first on Dharitri Odia News.
ଭୁବନେଶ୍ୱର,୧୮।୧: ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଗୋପାଳ ନବ ଦାସଙ୍କ ହତ୍ୟାକାରୀ ନା ଆଉ କିଏ ସେନେଇ ପ୍ରଶ୍ନ ଉଠିଛି। ରାଜ୍ୟ ଫରେନ୍ସିକ ଲାବ୍ରୋଟୋରୀ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ଖୁଲାସା ହୋଇଛି। ଏକାଧିକ ବନ୍ଧୁକରୁ ଗୁଳିମାଡ଼ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଘଟଣା ଦିନ ସ୍ବାସ୍ଥ୍ୟବିଭାଗ ଗାଡ଼ିକୁ ମଧ୍ୟ ୫ ରାଉଣ୍ଡ ଗୁଳି ହୋଇଥିଲା। ଗୋପାଳଙ୍କ ବନ୍ଧୁକରୁ ୩ ଗୁଳିରୁ ଗୋଟେ ଗୋଟିଏ ବ୍ଲାଙ୍କ ଫାୟାରିଂ, ଗୋଟିଏ ଅକାମୀ ହୋଇଥିଲା। ଅନ୍ୟ ଏକ ଗୁଳିର ଖୋକା ଏ ପର୍ଯ୍ୟନ୍ତ ମିଳୁନଥିବା ଓକିଲ ସୂଚନା ଦେଇଛନ୍ତି।
The post ନବ ଦାସଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଗୋପାଳ ହତ୍ୟାକାରୀ ନା… appeared first on Dharitri Odia News.