ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

ସୋର ୩।୯: ନବବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ବାଲେଶ୍ବର ଜିଲ୍ଲା ଖଇରା ଥାନା ଗଡପୋଖରୀ ପଞ୍ଚାୟତ ତେନ୍ତଳାଗଡିଆ ଗ୍ରାମରେ ଘଟିଛି ଏଭଳି ଘଟଣା । ଖବର ପାଇ ପୋଲିସ ତଦନ୍ତ ଆରମ୍ଭ କରିଛି ।You Can Read:୧୦୮ ଆମ୍ବୁଲାନ୍ସରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ରୋଗୀ

ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

ସୋର ୩।୯: ନବବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ବାଲେଶ୍ବର ଜିଲ୍ଲା ଖଇରା ଥାନା ଗଡପୋଖରୀ ପଞ୍ଚାୟତ ତେନ୍ତଳାଗଡିଆ ଗ୍ରାମରେ ଘଟିଛି ଏଭଳି ଘଟଣା । ଖବର ପାଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

You Can Read:

୧୦୮ ଆମ୍ବୁଲାନ୍ସରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ରୋଗୀ