ନବବର୍ଷ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ କୃପାରୁ…

ଭୁବନେଶ୍ୱର,୧।୧: ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ। The post ନବବର୍ଷ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ କୃପାରୁ… appeared first on Dharitri Odia News.

ନବବର୍ଷ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ କୃପାରୁ…

ଭୁବନେଶ୍ୱର,୧।୧: ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।

The post ନବବର୍ଷ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ କୃପାରୁ… appeared first on Dharitri Odia News.