ନବମ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ହେବେ ମଧ୍ୟାହ୍ନ ଭୋଜନରେ ସାମିଲ, ମାଧ ସିଂ ସ୍କଲାରସିପ ୫୦୦୦ ଟଙ୍କା

ଭୁବନେଶ୍ୱର :  ନବମ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ହେବେ ମଧ୍ୟାହ୍ନ ଭୋଜନରେ ସାମିଲ । ମାଧ ସିଂ ସ୍କଲାରସିପ ଯୋଜନାରେ ଛାତ୍ରଛାତ୍ରୀମାନଙ୍କୁ ୫୦୦୦ ଟଙ୍କା ପ୍ରଦାନ କରାଯିବ । ପୁରାତନ ଓ ୧୦୦ ବର୍ଷର ବିଦ୍ୟାଳୟ ହୋଇଥିବାରୁ ରାଣିହାଟ ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ବିଦ୍ୟାଳୟର ମାନ୍ୟତା ଖୁବଶୀଘ୍ର ଦିଆଯିବ । ରାଣୀହାଟ ବିଦ୍ୟାଳୟ ଉନ୍ନତିକରଣ ପାଇଁ ୨ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀ ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏଥିସହ ଓଡିଶା ସରକାରଙ୍କ ପକ୍ଷରୁ ୪ କୋଟି […] The post ନବମ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ହେବେ ମଧ୍ୟାହ୍ନ ଭୋଜନରେ ସାମିଲ, ମାଧ ସିଂ ସ୍କଲାରସିପ ୫୦୦୦ ଟଙ୍କା appeared first on KNews Odisha.

ନବମ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ହେବେ ମଧ୍ୟାହ୍ନ ଭୋଜନରେ ସାମିଲ, ମାଧ ସିଂ ସ୍କଲାରସିପ ୫୦୦୦ ଟଙ୍କା
midday meal

ଭୁବନେଶ୍ୱର :  ନବମ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ହେବେ ମଧ୍ୟାହ୍ନ ଭୋଜନରେ ସାମିଲ । ମାଧ ସିଂ ସ୍କଲାରସିପ ଯୋଜନାରେ ଛାତ୍ରଛାତ୍ରୀମାନଙ୍କୁ ୫୦୦୦ ଟଙ୍କା ପ୍ରଦାନ କରାଯିବ । ପୁରାତନ ଓ ୧୦୦ ବର୍ଷର ବିଦ୍ୟାଳୟ ହୋଇଥିବାରୁ ରାଣିହାଟ ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ବିଦ୍ୟାଳୟର ମାନ୍ୟତା ଖୁବଶୀଘ୍ର ଦିଆଯିବ । ରାଣୀହାଟ ବିଦ୍ୟାଳୟ ଉନ୍ନତିକରଣ ପାଇଁ ୨ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀ ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏଥିସହ ଓଡିଶା ସରକାରଙ୍କ ପକ୍ଷରୁ ୪ କୋଟି ଟଙ୍କା ଦିଆଯିବ ବୋଲି ଜଣାପଡିଛି ।

The post ନବମ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ହେବେ ମଧ୍ୟାହ୍ନ ଭୋଜନରେ ସାମିଲ, ମାଧ ସିଂ ସ୍କଲାରସିପ ୫୦୦୦ ଟଙ୍କା appeared first on KNews Odisha.