ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମ ନିବେଦନ, ଅଶ୍ଲୀଳ ଭାଷା କହି ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ
ଯାଜପୁର,୨।୧: ଛାତ୍ରୀଙ୍କୁ ପ୍ରେମ ନିବେଦନ ପ୍ରଧାନ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମନିବେଦନ ସହ ପ୍ରଧାନ ଶିକ୍ଷକ ଅଶ୍ଲୀଳ ଭାଷାରେ କିଛି କହିଥିଲେ। ଯାହାର ଅଡିଓ ବର୍ତ୍ତମାନ ଭାଇରାଲ ହେଉଛି। ଏଭଳି ଘଟଣା ଘଟିଛି ଯାଜପୁର ସଦର ବ୍ଲକର ଏକ ହାଇସ୍କୁଲରେ। ଏହି ଘଟଣାରେ ଯାଜପୁର ଜିଲା ଶିକ୍ଷାଧିକାରୀ ତାଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ପ୍ରଧାନ ଶିକ୍ଷକ ହେଉଛନ୍ତି ବୃଷଭାନୁ ନାୟକ । The post ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମ ନିବେଦନ, ଅଶ୍ଲୀଳ ଭାଷା କହି ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ appeared first on Dharitri Odia News.
ଯାଜପୁର,୨।୧: ଛାତ୍ରୀଙ୍କୁ ପ୍ରେମ ନିବେଦନ ପ୍ରଧାନ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମନିବେଦନ ସହ ପ୍ରଧାନ ଶିକ୍ଷକ ଅଶ୍ଲୀଳ ଭାଷାରେ କିଛି କହିଥିଲେ। ଯାହାର ଅଡିଓ ବର୍ତ୍ତମାନ ଭାଇରାଲ ହେଉଛି।
ଏଭଳି ଘଟଣା ଘଟିଛି ଯାଜପୁର ସଦର ବ୍ଲକର ଏକ ହାଇସ୍କୁଲରେ। ଏହି ଘଟଣାରେ ଯାଜପୁର ଜିଲା ଶିକ୍ଷାଧିକାରୀ ତାଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ପ୍ରଧାନ ଶିକ୍ଷକ ହେଉଛନ୍ତି ବୃଷଭାନୁ ନାୟକ ।
The post ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମ ନିବେଦନ, ଅଶ୍ଲୀଳ ଭାଷା କହି ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ appeared first on Dharitri Odia News.