ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ କୁମାର ସାହୁ, ରଣପୁର ବିଧାୟକ ପ୍ରାର୍ଥୀ ସତ୍ୟ ନାରାୟଣ ପ୍ରଧାନଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଥିଲେ। ଯୋଡ଼ିଶଙ୍ଖରେ ଭୋଟ୍‌ ଦେବାକୁ ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ବିଜୁ ସ୍ବାସ୍ଥ୍ୟ ବୀମା, ମିଶନ ଶକ୍ତି, ମମତା ଯୋଜନା […] The post ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ କୁମାର ସାହୁ, ରଣପୁର ବିଧାୟକ ପ୍ରାର୍ଥୀ ସତ୍ୟ ନାରାୟଣ ପ୍ରଧାନଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଥିଲେ। ଯୋଡ଼ିଶଙ୍ଖରେ ଭୋଟ୍‌ ଦେବାକୁ ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ବିଜୁ ସ୍ବାସ୍ଥ୍ୟ ବୀମା, ମିଶନ ଶକ୍ତି, ମମତା ଯୋଜନା ପରି ଏକାଧିକ ଯୋଜନାର ନାଁ ନେଇ ଭଲ କି ନାହିଁ ଉପସ୍ଥିତ କର୍ମୀ, ଜନତାଙ୍କୁ ପଚାରିଥିଲେ। ଶେଷରେ ନବୀନ ଭଲ କି ନାହିଁ ପଚାରି ଲୋକଙ୍କ ଆହୁରି ଅଧିକ ଭଲ ପାଇବାକୁ ସାଉଁଟିଥିଲେ ମୁଖ୍ୟମନ୍ତ୍ରୀ।

The post ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.