ନବୋଦୟ ବିଦ୍ୟାଳୟ ପକ୍ଷରୁ ବନ ମହୋତ୍ସବ ପାଳିତ
ଫୁଲବାଣୀ: କନ୍ଧମାଳ ଜିଲା ତୁଡ଼ିପାଜୁ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ବନମହୋତ୍ସବ ଅବସରରେ ଏକ ଚାରାରୋପଣ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ଚାରାରୋପଣ ଉତ୍ସବରେ ବିିଭିନ୍ନ ପ୍ରକାର ଔଷଧିୟ ବୃକ୍ଷ ସହିତ ଅନ୍ୟ କେତେକ ଚାରାରୋପଣ କରାଯାଇଥିଲା। ବିଦ୍ୟାଳୟର କାର୍ଯ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢ଼ୀଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନେ ଏଥିରେ ସାମିଲ ହୋଇ ଚାରାରୋପଣ […]

ଫୁଲବାଣୀ: କନ୍ଧମାଳ ଜିଲା ତୁଡ଼ିପାଜୁ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ବନମହୋତ୍ସବ ଅବସରରେ ଏକ ଚାରାରୋପଣ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ଚାରାରୋପଣ ଉତ୍ସବରେ ବିିଭିନ୍ନ ପ୍ରକାର ଔଷଧିୟ ବୃକ୍ଷ ସହିତ ଅନ୍ୟ କେତେକ ଚାରାରୋପଣ କରାଯାଇଥିଲା। ବିଦ୍ୟାଳୟର କାର୍ଯ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢ଼ୀଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନେ ଏଥିରେ ସାମିଲ ହୋଇ ଚାରାରୋପଣ କରିଥିଲେ।