'ନଭେମ୍ବର ଶେଷ ସୁଦ୍ଧା ମିଳିବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା'

୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଟଙ୍କା ମିଳିବ। ଏନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

'ନଭେମ୍ବର ଶେଷ ସୁଦ୍ଧା ମିଳିବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା'

ନଭେମ୍ବର ଶେଷ ସୁଦ୍ଧା ମିଳିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା। ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଟଙ୍କା ମିଳିବ। ଏନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।