ନଭେମ୍ବର ୨୬ରୁ ଡିସେମ୍ବର ୩୧ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ

କନକ ବ୍ୟୁରୋ: ନଭେମ୍ବର ୨୬ ତାରିଖରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୬ ତାରିଖରୁ ଏହି ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ । ତେବେ ବିଧାନସଭା ସଚିବାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆସନ୍ତା ନଭେମ୍ବର ୨୬ ତାରିଖରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ ।  ୨୬ରୁ ବିଧାନସଭା ଶୀତ ଅଧିବେଶନନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ଅଧିବେଶନ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ #Assembly #Odisha #KanakNews pic.twitter.com/ZVUi1xaW5Q — Kanak News (@kanak_news) October 30, 2024

ନଭେମ୍ବର ୨୬ରୁ ଡିସେମ୍ବର ୩୧ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ

କନକ ବ୍ୟୁରୋ: ନଭେମ୍ବର ୨୬ ତାରିଖରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୬ ତାରିଖରୁ ଏହି ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ । ତେବେ ବିଧାନସଭା ସଚିବାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆସନ୍ତା ନଭେମ୍ବର ୨୬ ତାରିଖରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ ।