ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର,୩୦।୧୦: ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ। The post ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ appeared first on Dharitri Odia News.
ଭୁବନେଶ୍ୱର,୩୦।୧୦: ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ।
The post ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ appeared first on Dharitri Odia News.