ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ, ପ୍ରଥମ ଦିନରେ ଉପସ୍ଥାପନ ହେବ ଅତିରିକ୍ତ ବଜେଟ୍
ଭୁବନେଶ୍ବର : ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ ଶୀତକାଳୀନ ଅଧିବେଶନ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ଏନେଇ ବୁଧବାର ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଥମ ଦିନ ଅର୍ଥାତ ନଭେମ୍ବର ୨୬ ତାରିଖରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ ।

ଭୁବନେଶ୍ବର : ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ ଶୀତକାଳୀନ ଅଧିବେଶନ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ଏନେଇ ବୁଧବାର ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଏଥିସହ ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଥମ ଦିନ ଅର୍ଥାତ ନଭେମ୍ବର ୨୬ ତାରିଖରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ ।