ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି

ପବିତ୍ର ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସକୁ ଭଉଁରି କୁହାଯାଏ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ନୌକାବିହାର କରିଥାନ୍ତି। ୨୧ଦିନିଆ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସ ଅବସରରେ ବୁଧବାର ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଠାକୁରଙ୍କ ଭଉଁରି ନୀତି ସମ୍ପନ୍ନ ହୋଇଯାଇଛି। The post ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି appeared first on Dharitri Odia News.

ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି

ପବିତ୍ର ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସକୁ ଭଉଁରି କୁହାଯାଏ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ନୌକାବିହାର କରିଥାନ୍ତି। ୨୧ଦିନିଆ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସ ଅବସରରେ ବୁଧବାର ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଠାକୁରଙ୍କ ଭଉଁରି ନୀତି ସମ୍ପନ୍ନ ହୋଇଯାଇଛି।

The post ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି appeared first on Dharitri Odia News.