ନାବାଳିକା ଗର୍ଭବତୀ, ଥାନାରେ ଏତଲା

ପାତ୍ରପୁର,୮ା୧(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ୍‌ ଅଞ୍ଚଳରେ ଜଣେ ୧୬ ବର୍ଷିୟା ନାବାଳିକା ଗର୍ଭବତୀ ହେବା ସମ୍ପର୍କରେ ଜରଡ଼ା ଥାନାରେ ସୋମବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ ହୋଇଛି। ଏ ନେଇ ଜରଡ଼ା ଥାନା ଅଧିକାରୀଙ୍କୁ ପଚାରିବାରୁ ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି କହିଛନ୍ତି। The post ନାବାଳିକା ଗର୍ଭବତୀ, ଥାନାରେ ଏତଲା appeared first on Dharitri Odia News.

ନାବାଳିକା ଗର୍ଭବତୀ, ଥାନାରେ ଏତଲା

ପାତ୍ରପୁର,୮ା୧(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ୍‌ ଅଞ୍ଚଳରେ ଜଣେ ୧୬ ବର୍ଷିୟା ନାବାଳିକା ଗର୍ଭବତୀ ହେବା ସମ୍ପର୍କରେ ଜରଡ଼ା ଥାନାରେ ସୋମବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ ହୋଇଛି। ଏ ନେଇ ଜରଡ଼ା ଥାନା ଅଧିକାରୀଙ୍କୁ ପଚାରିବାରୁ ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି କହିଛନ୍ତି।

The post ନାବାଳିକା ଗର୍ଭବତୀ, ଥାନାରେ ଏତଲା appeared first on Dharitri Odia News.