ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଓ ୧୦ ହଜାର ଟଙ୍କା ଜରିମାନା

ଵଲାଙ୍ଗିର : ନାବାଳିକା ଦୁଷ୍କର୍ମ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ । ଵଲାଙ୍ଗିର POCSO କୋର୍ଟରେ ପ୍ରକାଶ ପାଇଛି ରାୟ। ଅଭିଯୁକ୍ତ ଶଙ୍କର ଭୋଇକୁ ୨୦ ବର୍ଷ ଜେଲ ଓ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଜରିମାନା ଅନାଦେୟ ହେଲେ ଆଉ ୧ ବର୍ଷ ଜେଲ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ ରହିଛି । ପୀଡ଼ିତାଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ DLSA ବଲାଙ୍ଗିରକୁ ନିର୍ଦ୍ଦେଶ ଦେଇଛନ୍ତି […] The post ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଓ ୧୦ ହଜାର ଟଙ୍କା ଜରିମାନା appeared first on KNews Odisha.

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଓ ୧୦ ହଜାର ଟଙ୍କା ଜରିମାନା
court

ଵଲାଙ୍ଗିର : ନାବାଳିକା ଦୁଷ୍କର୍ମ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ । ଵଲାଙ୍ଗିର POCSO କୋର୍ଟରେ ପ୍ରକାଶ ପାଇଛି ରାୟ। ଅଭିଯୁକ୍ତ ଶଙ୍କର ଭୋଇକୁ ୨୦ ବର୍ଷ ଜେଲ ଓ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଜରିମାନା ଅନାଦେୟ ହେଲେ ଆଉ ୧ ବର୍ଷ ଜେଲ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ ରହିଛି । ପୀଡ଼ିତାଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ DLSA ବଲାଙ୍ଗିରକୁ ନିର୍ଦ୍ଦେଶ ଦେଇଛନ୍ତି POCSO କୋର୍ଟ ବିଚାରପତି ।

The post ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଓ ୧୦ ହଜାର ଟଙ୍କା ଜରିମାନା appeared first on KNews Odisha.