ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ ଦଣ୍ଡ ଶୁଣାଇଲେ ଫାଷ୍ଟ ଟ୍ରାକ କୋର୍ଟ
କେନ୍ଦୁଝର: ନାବାଳିକା ଦୁଷ୍କର୍ମକାରରୀକୁ ୨୦ ବର୍ଷ ଜେଲ ସହ ୧୦ ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ଦେଲେ କେନ୍ଦୁଝର ଜିଲ୍ଲା ଫାଷ୍ଟ ଟ୍ରାକ କୋର୍ଟ । ଗତ ନଭେମ୍ବର ୨୦୨୩ ରେ ଘଟଗାଁ ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିଲା ଅଭିଯୁକ୍ତ ଇଶ୍ଵର ନାଏକ। ୧୯ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଶୁକ୍ରବାର ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହା ସହ ପୀଡିତାଙ୍କୁ ୪ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ ମଧ୍ୟ ନିର୍ଦ୍ଦେଶ […]

କେନ୍ଦୁଝର: ନାବାଳିକା ଦୁଷ୍କର୍ମକାରରୀକୁ ୨୦ ବର୍ଷ ଜେଲ ସହ ୧୦ ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ଦେଲେ କେନ୍ଦୁଝର ଜିଲ୍ଲା ଫାଷ୍ଟ ଟ୍ରାକ କୋର୍ଟ । ଗତ ନଭେମ୍ବର ୨୦୨୩ ରେ ଘଟଗାଁ ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିଲା ଅଭିଯୁକ୍ତ ଇଶ୍ଵର ନାଏକ। ୧୯ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଶୁକ୍ରବାର ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହା ସହ ପୀଡିତାଙ୍କୁ ୪ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।