ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

କୋଣାର୍କ,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ତେବେ କେଉଁ କାରଣରୁ ଦୁର୍ବୃତ୍ତମାନେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଲେ ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। The post ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ appeared first on Dharitri Odia News.

ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

କୋଣାର୍କ,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ତେବେ କେଉଁ କାରଣରୁ ଦୁର୍ବୃତ୍ତମାନେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଲେ ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।

The post ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ appeared first on Dharitri Odia News.