ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ରାଉରକେଲା: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଜେଲ ଦଣ୍ଡ ଆଦେଶ ଦେଲେ ରାଉରକେଲା ଫାଷ୍ଟ ଟ୍ରାକ କୋର୍ଟ। ଅଭିଯୁକ୍ତଙ୍କୁ ଜେଲଦଣ୍ଡ ସହ ୫  ଲକ୍ଷ୍ୟ ଟଙ୍କା ଜୋରିମାନା ଓ ଜୋରିମାନା ଅନାଦେୟରେ ଅଧିକ ଦୁଇ ବର୍ଷ କାରାଦଣ୍ଡ ଆଦେଶ ଦେଇଛନ୍ତି । The post ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ appeared first on KNews Odisha.

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ
court

ରାଉରକେଲା: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଜେଲ ଦଣ୍ଡ ଆଦେଶ ଦେଲେ ରାଉରକେଲା ଫାଷ୍ଟ ଟ୍ରାକ କୋର୍ଟ। ଅଭିଯୁକ୍ତଙ୍କୁ ଜେଲଦଣ୍ଡ ସହ ୫  ଲକ୍ଷ୍ୟ ଟଙ୍କା ଜୋରିମାନା ଓ ଜୋରିମାନା ଅନାଦେୟରେ ଅଧିକ ଦୁଇ ବର୍ଷ କାରାଦଣ୍ଡ ଆଦେଶ ଦେଇଛନ୍ତି ।

The post ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ appeared first on KNews Odisha.