ନାବାଳିକାଙ୍କୁ ଘରୁ ଉଠାଇନେଲେ ସନିଆ, ଏବେ ଝିଅଙ୍କ ବାପା…
ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଧିନ ଏକ ଗାଁର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ସନିଆ ନାୟକ ଅପହରଣ କରି କେଉଁଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ଏନେଇ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ ପାତ୍ର କେଶ୍ ନଂ.୧୯୮/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ଏସଆଇ ଜ୍ୟୋତି ରଞ୍ଜନ ବେହେରାଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତକାରୀ ଅଧିକାରୀ ସଦଳବଳେ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢ଼ାଉ କରିଥିଲେ […] The post ନାବାଳିକାଙ୍କୁ ଘରୁ ଉଠାଇନେଲେ ସନିଆ, ଏବେ ଝିଅଙ୍କ ବାପା… appeared first on Dharitri Odia News.
ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଧିନ ଏକ ଗାଁର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ସନିଆ ନାୟକ ଅପହରଣ କରି କେଉଁଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ଏନେଇ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ ପାତ୍ର କେଶ୍ ନଂ.୧୯୮/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ଏସଆଇ ଜ୍ୟୋତି ରଞ୍ଜନ ବେହେରାଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତକାରୀ ଅଧିକାରୀ ସଦଳବଳେ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢ଼ାଉ କରିଥିଲେ ମଧ୍ୟ ନାବାଳିକାଙ୍କ ପତ୍ତା ମିଳିପାରିନାହିଁ।
The post ନାବାଳିକାଙ୍କୁ ଘରୁ ଉଠାଇନେଲେ ସନିଆ, ଏବେ ଝିଅଙ୍କ ବାପା… appeared first on Dharitri Odia News.