ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ସାବତ ବାପା ଗିରଫ

କୁଆଁରମୁଣ୍ଡା,୨୬।୩(ମହେନ୍ଦ୍ର କୁମାର ସାହୁ)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ପୋଲିସ ମଙ୍ଗଳବାର ଅଭିଯୁକ୍ତ ସାବତ ବାପାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ସାବତ ବାପା ହେଉଛନ୍ତି ରାଉରକେଲା ଅଞ୍ଚଳର। ନାବାଳିକାଙ୍କ ମା’ ଏ ନେଇ ସୋମବାର ବୀରମିତ୍ରପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା The post ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ସାବତ ବାପା ଗିରଫ appeared first on Dharitri Odia News.

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ସାବତ ବାପା ଗିରଫ

କୁଆଁରମୁଣ୍ଡା,୨୬।୩(ମହେନ୍ଦ୍ର କୁମାର ସାହୁ)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ପୋଲିସ ମଙ୍ଗଳବାର ଅଭିଯୁକ୍ତ ସାବତ ବାପାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ସାବତ ବାପା ହେଉଛନ୍ତି ରାଉରକେଲା ଅଞ୍ଚଳର। ନାବାଳିକାଙ୍କ ମା’ ଏ ନେଇ ସୋମବାର ବୀରମିତ୍ରପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା

The post ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ସାବତ ବାପା ଗିରଫ appeared first on Dharitri Odia News.