ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ଆର ଟି ଓ କାର୍ଯ୍ୟାଳୟ ସମ୍ମୁଖରୁ ଏକ ବିଶାଳ ଶୋଭାଯାତ୍ରା କରି ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି କୌଶଲ୍ୟା ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ଲକ୍ଷ୍ମୀପୁର ଆସନରେ ବିଜେଡି ପାର୍ଥି ପ୍ରଭୁ ଜାନି ନିଜର ନାମାଙ୍କନ […] The post ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା appeared first on Dharitri Odia News.

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ଆର ଟି ଓ କାର୍ଯ୍ୟାଳୟ ସମ୍ମୁଖରୁ ଏକ ବିଶାଳ ଶୋଭାଯାତ୍ରା କରି ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି କୌଶଲ୍ୟା ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ଲକ୍ଷ୍ମୀପୁର ଆସନରେ ବିଜେଡି ପାର୍ଥି ପ୍ରଭୁ ଜାନି ନିଜର ନାମାଙ୍କନ ପତ୍ର କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ ରାଉତଙ୍କ ଠାରେ ଦାଖଲ କରିଥିବା ସୂଚନା ରହିଛି।

The post ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା appeared first on Dharitri Odia News.