ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା
ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନ ଭରିଛନ୍ତି। The post ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା appeared first on Dharitri Odia News.
ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନ ଭରିଛନ୍ତି।
The post ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା appeared first on Dharitri Odia News.