ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଉପଜିଲାପାଳଙ୍କ ଅଫିସକୁ ପହଞ୍ଚିଥିଲେ। ସେଠାରେ ସେ ଉପଜିଲାପାଳ କୁମାର ନାଗଭୂଷଣଙ୍କୁ ନାମାଙ୍କନପତ୍ର ପ୍ରଦାନ କରିଥିଲେ। The post ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ appeared first on Dharitri Odia News.
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଉପଜିଲାପାଳଙ୍କ ଅଫିସକୁ ପହଞ୍ଚିଥିଲେ। ସେଠାରେ ସେ ଉପଜିଲାପାଳ କୁମାର ନାଗଭୂଷଣଙ୍କୁ ନାମାଙ୍କନପତ୍ର ପ୍ରଦାନ କରିଥିଲେ।
The post ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ appeared first on Dharitri Odia News.