ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ ଶୋଭାଯାତ୍ରାରେ ସେ ଝାରସୁଗୁଡ଼ା ଉପଜିଲାାପାଳ ତଥା ରିଟର୍ନିଂ ଅଫିସରଙ୍କ ଠାରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। The post ନାମାଙ୍କନପତ୍ର ଦାଖଲ କଲେ ଦୀପାଳି appeared first on Dharitri Odia News.

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ ଶୋଭାଯାତ୍ରାରେ ସେ ଝାରସୁଗୁଡ଼ା ଉପଜିଲାାପାଳ ତଥା ରିଟର୍ନିଂ ଅଫିସରଙ୍କ ଠାରେ ନାମାଙ୍କନପତ୍ର ଦାଖଲ କରିଛନ୍ତି।

The post ନାମାଙ୍କନପତ୍ର ଦାଖଲ କଲେ ଦୀପାଳି appeared first on Dharitri Odia News.