ନାମାଙ୍କନପତ୍ର ଦାଖଲ କଲେ ନିପନ
ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଉପଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଉପଜିଲାପାଳ କୁମାର ନାଗଭୂଷଣଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ। The post ନାମାଙ୍କନପତ୍ର ଦାଖଲ କଲେ ନିପନ appeared first on Dharitri Odia News.
ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଉପଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଉପଜିଲାପାଳ କୁମାର ନାଗଭୂଷଣଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।
The post ନାମାଙ୍କନପତ୍ର ଦାଖଲ କଲେ ନିପନ appeared first on Dharitri Odia News.