ନାମାଙ୍କନପତ୍ର ଦାଖଲ କଲେ ମନମୋହନ ସାମଲ

ଭୁବନେଶ୍ୱର,୧୦।୫: ଭାଜପାର ଚାନ୍ଦବାଲି ବିଧାୟକ ପ୍ରାର୍ଥୀ ମନମୋହନ ସାମଲ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସମର୍ଥକଙ୍କ ସହ ବିରାଟ ରାଲିରେ ଯାଇ ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମନମୋହନ ନାମାଙ୍କନ ଭରିଛନ୍ତି। ତା’ପୂର୍ବରୁ ଚାନ୍ଦବାଲିର ଆରାଧ୍ୟ ଦେବୀ ମା ଦକ୍ଷିଣେଶ୍ୱରୀ କାଳୀଙ୍କୁ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ନେଇଥିଲେ।   The post ନାମାଙ୍କନପତ୍ର ଦାଖଲ କଲେ ମନମୋହନ ସାମଲ appeared first on Dharitri Odia News.

ନାମାଙ୍କନପତ୍ର ଦାଖଲ କଲେ ମନମୋହନ ସାମଲ

ଭୁବନେଶ୍ୱର,୧୦।୫: ଭାଜପାର ଚାନ୍ଦବାଲି ବିଧାୟକ ପ୍ରାର୍ଥୀ ମନମୋହନ ସାମଲ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସମର୍ଥକଙ୍କ ସହ ବିରାଟ ରାଲିରେ ଯାଇ ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମନମୋହନ ନାମାଙ୍କନ ଭରିଛନ୍ତି। ତା’ପୂର୍ବରୁ ଚାନ୍ଦବାଲିର ଆରାଧ୍ୟ ଦେବୀ ମା ଦକ୍ଷିଣେଶ୍ୱରୀ କାଳୀଙ୍କୁ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ନେଇଥିଲେ।

 

The post ନାମାଙ୍କନପତ୍ର ଦାଖଲ କଲେ ମନମୋହନ ସାମଲ appeared first on Dharitri Odia News.