ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ସାଇକ୍ରିଷ୍ଣା ପ୍ୟାଲେସ୍ରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ସୁଶାନ୍ତ କୁମାର ସିଂଙ୍କୁ ତାଙ୍କର ନାମାଙ୍କନପତ୍ର ପ୍ରଦାନ କରିଥିଲେ। The post ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ appeared first on Dharitri Odia News.
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ସାଇକ୍ରିଷ୍ଣା ପ୍ୟାଲେସ୍ରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ସୁଶାନ୍ତ କୁମାର ସିଂଙ୍କୁ ତାଙ୍କର ନାମାଙ୍କନପତ୍ର ପ୍ରଦାନ କରିଥିଲେ।
The post ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ appeared first on Dharitri Odia News.