ନାୟବ ସିଂ ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ, ଆଜି ନେବେ ଶପଥ
ଚଣ୍ଡିଗଡ,୧୨।୩: ନାୟବ ସିଂ ସଇନି ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ସେ ଶପଥଗ୍ରହଣ କରିବେ ବୋଲି ସୂଚନା ମିଳିଛି। ବସିଥିବା ଭାଜପା ବିଧାୟକ ଦଳ ବୈଠକରେ ନାୟବ ସିଂଙ୍କ ନାଁ ଉପରେ ମୋହର ବାଜିଛି। ମଙ୍ଗଳବାର ସକାଳେ ପୂରା କ୍ୟାବିନେଟ ସମେତ ମନୋହର ଲାଲ ଖଟ୍ଟର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଯାହା ପରେ ନାୟବ ସିଂ ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ଥିଲେ। The post ନାୟବ ସିଂ ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ, ଆଜି ନେବେ ଶପଥ appeared first on Dharitri Odia News.
ଚଣ୍ଡିଗଡ,୧୨।୩: ନାୟବ ସିଂ ସଇନି ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ସେ ଶପଥଗ୍ରହଣ କରିବେ ବୋଲି ସୂଚନା ମିଳିଛି। ବସିଥିବା ଭାଜପା ବିଧାୟକ ଦଳ ବୈଠକରେ ନାୟବ ସିଂଙ୍କ ନାଁ ଉପରେ ମୋହର ବାଜିଛି।
ମଙ୍ଗଳବାର ସକାଳେ ପୂରା କ୍ୟାବିନେଟ ସମେତ ମନୋହର ଲାଲ ଖଟ୍ଟର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଯାହା ପରେ ନାୟବ ସିଂ ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ଥିଲେ।
The post ନାୟବ ସିଂ ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ, ଆଜି ନେବେ ଶପଥ appeared first on Dharitri Odia News.