ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’

ନୂଆଦିଲ୍ଲୀ,୫।୩: କଂଗ୍ରେସର ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ମାର୍ଚ୍ଚ ୧୬ରେ ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଶେଷ ହେବ। ପରଦିନ ଅର୍ଥାତ୍‌ ମାର୍ଚ୍ଚ ୧୭ରେ ବିରୋଧୀ ଦଳର ଇଣ୍ଡିଆ ମେଣ୍ଟ ମୁମ୍ବାଇରେ ଏକ ରାଲି କରିବାକୁ ଯାଉଛି। ଇଣ୍ଡିଆ ଆଲାଇନ୍ସର ସମସ୍ତ ନେତା ଏଥିରେ ଭାଗ ନେବେ ବୋଲି ଜଣାପଡିଛି। ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ଏହାର ନିର୍ଦ୍ଧାରିତ ସମୟର ଚାରି ଦିନ ପୂର୍ବରୁ ଶେଷ ହେଉଛି । ଏହା ପଛରେ ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି […] The post ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ appeared first on Dharitri Odia News.

ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’

ନୂଆଦିଲ୍ଲୀ,୫।୩: କଂଗ୍ରେସର ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ମାର୍ଚ୍ଚ ୧୬ରେ ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଶେଷ ହେବ। ପରଦିନ ଅର୍ଥାତ୍‌ ମାର୍ଚ୍ଚ ୧୭ରେ ବିରୋଧୀ ଦଳର ଇଣ୍ଡିଆ ମେଣ୍ଟ ମୁମ୍ବାଇରେ ଏକ ରାଲି କରିବାକୁ ଯାଉଛି। ଇଣ୍ଡିଆ ଆଲାଇନ୍ସର ସମସ୍ତ ନେତା ଏଥିରେ ଭାଗ ନେବେ ବୋଲି ଜଣାପଡିଛି। ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ଏହାର ନିର୍ଦ୍ଧାରିତ ସମୟର ଚାରି ଦିନ ପୂର୍ବରୁ ଶେଷ ହେଉଛି । ଏହା ପଛରେ ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ହୋଇପାରେ ବୋଲି ବିଶ୍ୱାସ କରାଯାଉଛି। ନିର୍ବାଚନକୁ ଦୃଷ୍ଟିରେ ରଖି ଏକ ରାଲିର ଆୟୋଜନ ମଧ୍ୟ କରାଯାଉଛି।

The post ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ appeared first on Dharitri Odia News.