ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି
ଭୁବନେଶ୍ୱର: ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ନେଇ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ... The post ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି appeared first on .
ଭୁବନେଶ୍ୱର: ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ନେଇ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି। ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଥିବା ନେଇ ବିଜେଡି ରାଜ୍ୟ ମୁଖ୍ଯ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛି।
ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ପରେ ବି ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ୍ ର ନାଚିନ୍ଦ ଏବଂ ଅରୁଆବୃତି ୧ ରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ସୋଲାର ଲାଇଟ୍ ଲଗାଇଥିବା ଅଭିଯୋଗ ଆଣିଛି ବିଜେଡି । ଏନେଇ ସବୁ ତଥ୍ୟ ସିଇଓଙ୍କୁ ଦିଆଯାଇଛି ବୋଲି କହିଛନ୍ତି ବିଜେଡି ସାଂସଦ ସୁଲତା ଦେଓ ।
The post ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି appeared first on .