ନିର୍ବାଚନ ଆୟୋଗଙ୍କ ବଡ଼ ସୂଚନା, ଏହି ଦିନ ହେବ ନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ,୨୩।୨: ନିର୍ବାଚନ ଆୟୋଗ ମାର୍ଚ୍ଚ ୧୩ ପରେ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରିପାରନ୍ତି। ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ବାବଦରେ ଜାଣିବା ପାଇଁ ଆୟୋଗ ବିଭିନ୍ନ ରାଜ୍ୟ ଗସ୍ତ କରୁଛନ୍ତି। ଏହି ପ୍ରକ୍ରିୟା ଶେଷ ହେବା ପରେ ତାରିଖ ଘୋଷଣା କରାଯିବ ବୋଲି ନିର୍ବାଚନ ଆୟୋଗ ସୂତ୍ରରୁ ପ୍ରକାଶ ପାଇଛି। The post ନିର୍ବାଚନ ଆୟୋଗଙ୍କ ବଡ଼ ସୂଚନା, ଏହି ଦିନ ହେବ ନିର୍ବାଚନ ତାରିଖ ଘୋଷଣା appeared first on Dharitri Odia News.
ନୂଆଦିଲ୍ଲୀ,୨୩।୨: ନିର୍ବାଚନ ଆୟୋଗ ମାର୍ଚ୍ଚ ୧୩ ପରେ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରିପାରନ୍ତି। ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ବାବଦରେ ଜାଣିବା ପାଇଁ ଆୟୋଗ ବିଭିନ୍ନ ରାଜ୍ୟ ଗସ୍ତ କରୁଛନ୍ତି। ଏହି ପ୍ରକ୍ରିୟା ଶେଷ ହେବା ପରେ ତାରିଖ ଘୋଷଣା କରାଯିବ ବୋଲି ନିର୍ବାଚନ ଆୟୋଗ ସୂତ୍ରରୁ ପ୍ରକାଶ ପାଇଛି।
The post ନିର୍ବାଚନ ଆୟୋଗଙ୍କ ବଡ଼ ସୂଚନା, ଏହି ଦିନ ହେବ ନିର୍ବାଚନ ତାରିଖ ଘୋଷଣା appeared first on Dharitri Odia News.