ନିର୍ବାଚନ ପରେ ସବୁଠୁ ବଡ଼ ଆଟାକ୍ କଲେ ମୋଦି! ବିରୋଧୀ ଛାନିଆ…
ଭୁବନେଶ୍ୱର,୨୯।୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଛନ୍ତି। ଭାଷଣ ମଝିରେ ମୋଦି ବିରୋଧୀଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ରାଜନୀତିର ବିଚାରଧାରା ଅଲଗା ହେବା କିଛି ନୂଆ ନୁହେଁ। ବିରୋଧୀ ଯେପରି ଲୋକଙ୍କ ଉପରେ ରାଗୁଛନ୍ତି ତାହା ଚିନ୍ତାଜନକ। କ୍ଷମତାଲୋଭୀ ଏମାନେ ଜନତାକୁ ମିଛ କହି ଆସୁଛନ୍ତି। କ୍ଷମତାରୁ ଦୂରେଇ ରହିବା […] The post ନିର୍ବାଚନ ପରେ ସବୁଠୁ ବଡ଼ ଆଟାକ୍ କଲେ ମୋଦି! ବିରୋଧୀ ଛାନିଆ… appeared first on Dharitri Odia News.
ଭୁବନେଶ୍ୱର,୨୯।୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଛନ୍ତି।
ଭାଷଣ ମଝିରେ ମୋଦି ବିରୋଧୀଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ରାଜନୀତିର ବିଚାରଧାରା ଅଲଗା ହେବା କିଛି ନୂଆ ନୁହେଁ। ବିରୋଧୀ ଯେପରି ଲୋକଙ୍କ ଉପରେ ରାଗୁଛନ୍ତି ତାହା ଚିନ୍ତାଜନକ। କ୍ଷମତାଲୋଭୀ ଏମାନେ ଜନତାକୁ ମିଛ କହି ଆସୁଛନ୍ତି। କ୍ଷମତାରୁ ଦୂରେଇ ରହିବା ପରେ ଏଭଳି ମିଛ କହୁଛନ୍ତି।
The post ନିର୍ବାଚନ ପରେ ସବୁଠୁ ବଡ଼ ଆଟାକ୍ କଲେ ମୋଦି! ବିରୋଧୀ ଛାନିଆ… appeared first on Dharitri Odia News.