ନିର୍ବାଚନ ପୂର୍ବରୁ ପୋଲିସର ଚଢ଼ାଉ, ଏତେ ଲିଟର ଦେଶୀ ମଦ ଜବତ
ବ୍ରାହ୍ମଣୀଗାଁ , ୨୯ ।୩ (ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢାଉବେଳେ ୨୨ ଲିଟର ଦେଶୀ ମଦ ଜବତ କରିବା ସହ ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ ପୋଲିସ ଗିରଫ କରିଛି ସେମାନେ ହେଲେ ସୁମନ୍ତ ନାୟକ ଏବଂ ବନ ବିଶୋଇ। ଏନେଇ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜିବି ବେହେରା ସୂଚନା ଦେଇଛନ୍ତି। ଆସନ୍ତା ସାଧାରଣ ନିର୍ବାଚନ ପାଇଁ ପୋଲିସ ପକ୍ଷରୁ ବ୍ରାହ୍ମଣୀଗାଁ ଅଞ୍ଚଳରେ […] The post ନିର୍ବାଚନ ପୂର୍ବରୁ ପୋଲିସର ଚଢ଼ାଉ, ଏତେ ଲିଟର ଦେଶୀ ମଦ ଜବତ appeared first on Dharitri Odia News.
ବ୍ରାହ୍ମଣୀଗାଁ , ୨୯ ।୩ (ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢାଉବେଳେ ୨୨ ଲିଟର ଦେଶୀ ମଦ ଜବତ କରିବା ସହ ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ ପୋଲିସ ଗିରଫ କରିଛି ସେମାନେ ହେଲେ ସୁମନ୍ତ ନାୟକ ଏବଂ ବନ ବିଶୋଇ। ଏନେଇ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜିବି ବେହେରା ସୂଚନା ଦେଇଛନ୍ତି। ଆସନ୍ତା ସାଧାରଣ ନିର୍ବାଚନ ପାଇଁ ପୋଲିସ ପକ୍ଷରୁ ବ୍ରାହ୍ମଣୀଗାଁ ଅଞ୍ଚଳରେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଗାଡିମୋଟର ଯାଞ୍ଚ କରାଯାଉଥିବା ପୋଲିସ କହିଛି।
The post ନିର୍ବାଚନ ପୂର୍ବରୁ ପୋଲିସର ଚଢ଼ାଉ, ଏତେ ଲିଟର ଦେଶୀ ମଦ ଜବତ appeared first on Dharitri Odia News.