ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌, ଜୋତା ବ୍ୟବସାୟୀଙ୍କ ଘରୁ ମିଳିଲା ୪୦ କୋଟି ନଗଦ ଟଙ୍କା

ନୂଆଦିଲ୍ଲୀ,୧୯।୫: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌। ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଜଣେ ଜୋତା ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି । ଆୟକର ଅଧିକାରୀମାନେ ଟଙ୍କା ଗଣା କାର୍ଯ୍ୟରେ ଲାଗିଥିବା ବେଳେ ଏପର୍ଯ୍ୟନ୍ତ ନଗଦ ୪୦ କୋଟି ଟଙ୍କା ଜବତ ହୋଇଛି । ଟଙ୍କା ଗଣା ଜାରି ରହିଥିବାରୁ ଜବତ ଟଙ୍କାର ପରିମାଣ ବୃଦ୍ଧି ପାଇବ ବୋଲି କୁହାଯାଉଛି । ଶନିବାର ଅପରାହ୍ନରୁ […] The post ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌, ଜୋତା ବ୍ୟବସାୟୀଙ୍କ ଘରୁ ମିଳିଲା ୪୦ କୋଟି ନଗଦ ଟଙ୍କା appeared first on Dharitri Odia News.

ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌, ଜୋତା ବ୍ୟବସାୟୀଙ୍କ ଘରୁ ମିଳିଲା ୪୦ କୋଟି ନଗଦ ଟଙ୍କା

ନୂଆଦିଲ୍ଲୀ,୧୯।୫: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌। ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଜଣେ ଜୋତା ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି । ଆୟକର ଅଧିକାରୀମାନେ ଟଙ୍କା ଗଣା କାର୍ଯ୍ୟରେ ଲାଗିଥିବା ବେଳେ ଏପର୍ଯ୍ୟନ୍ତ ନଗଦ ୪୦ କୋଟି ଟଙ୍କା ଜବତ ହୋଇଛି । ଟଙ୍କା ଗଣା ଜାରି ରହିଥିବାରୁ ଜବତ ଟଙ୍କାର ପରିମାଣ ବୃଦ୍ଧି ପାଇବ ବୋଲି କୁହାଯାଉଛି । ଶନିବାର ଅପରାହ୍ନରୁ ଆୟକର ବିଭାଗର ଏକ ସ୍ବତନ୍ତ୍ର ଟିମ ଚଢାଉ ଜାରି ରଖିଛି ।

The post ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌, ଜୋତା ବ୍ୟବସାୟୀଙ୍କ ଘରୁ ମିଳିଲା ୪୦ କୋଟି ନଗଦ ଟଙ୍କା appeared first on Dharitri Odia News.