'ନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀଙ୍କ ଚେହେରା ଦେଖାଇ ଭୋଟ ମାଗୁଛନ୍ତି'

'କରୋନା ପରଠାରୁ ମୁଖ୍ୟମନ୍ତ୍ରୀଙ୍କୁ ବେଶି ଦେଖିବାକୁ ମିଳୁ ନାହାନ୍ତି। ସେକ୍ରେଟାରିଏଟକୁ ପ୍ରାୟତଃ ଯାଉ ନାହାନ୍ତି ମୁଖ୍ୟମନ୍ତ୍ରୀ। ସବୁ ବିଭାଗର କାର୍ଯ୍ୟ ମୁଖ୍ୟମନ୍ତ୍ରୀ ନିଜେ ସମୀକ୍ଷା କରିବା କଥା।'

'ନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀଙ୍କ ଚେହେରା ଦେଖାଇ ଭୋଟ ମାଗୁଛନ୍ତି'

ରାଜ୍ୟ ସରକାର ଓ ବିଜେଡିକୁ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଟାର୍ଗେଟ୍‌ । କହିଲେ, ଜଣେ ସାନ ବାବୁ, ବଡ଼ ବାବୁ ହେବାକୁ ବିଫଳ ପ୍ରୟାସ କରୁଛନ୍ତି। ୨୪ ବର୍ଷ ହେଲା ରାଜ୍ୟରେ ଏକ ନିଷ୍କ୍ରିୟ ସରକାର ଚାଲିଛି। କରୋନା ପରଠାରୁ ମୁଖ୍ୟମନ୍ତ୍ରୀଙ୍କୁ ବେଶି ଦେଖିବାକୁ ମିଳୁ ନାହାନ୍ତି। ସେକ୍ରେଟାରିଏଟକୁ ପ୍ରାୟତଃ ଯାଉ ନାହାନ୍ତି ମୁଖ୍ୟମନ୍ତ୍ରୀ। ସବୁ ବିଭାଗର କାର୍ଯ୍ୟ ମୁଖ୍ୟମନ୍ତ୍ରୀ ନିଜେ ସମୀକ୍ଷା କରିବା କଥା। କୌଣସି ରାଜ୍ୟରେ ଏପରି ବିଚିତ୍ର ବ୍ୟବସ୍ଥା ନାହିଁ।