ନିର୍ବାଚନ ଭିତରେ ବଡ଼ ଖବର, ମୁଖ୍ୟମନ୍ତ୍ରୀ ଅସୁସ୍ଥ
ପାଟନା,୧୪।୫: ୨୦୨୪ ସାଧାରଣ ନିର୍ବାଚନ ଭିତରେ ଏକ ବଡ଼ ଖବର ଆସିଛି। ସୂଚନା ମିଳିଛି କି ମୁଖ୍ୟମନ୍ତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ନିର୍ବାଚନ ଭିତରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି । ବର୍ତ୍ତମାନ ସେ ଚିକିତ୍ସିତ ହେଉଛନ୍ତି । ସୂଚନା ଅନୁଯାୟୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଡାକ୍ତରଙ୍କ ଟିମ ଲଗାତର ଭାବେ ତାଙ୍କ ଚିକିତ୍ସା ଜାରି ରଖିଛନ୍ତି। ସ୍ବାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ […] The post ନିର୍ବାଚନ ଭିତରେ ବଡ଼ ଖବର, ମୁଖ୍ୟମନ୍ତ୍ରୀ ଅସୁସ୍ଥ appeared first on Dharitri Odia News.
ପାଟନା,୧୪।୫: ୨୦୨୪ ସାଧାରଣ ନିର୍ବାଚନ ଭିତରେ ଏକ ବଡ଼ ଖବର ଆସିଛି। ସୂଚନା ମିଳିଛି କି ମୁଖ୍ୟମନ୍ତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ନିର୍ବାଚନ ଭିତରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି । ବର୍ତ୍ତମାନ ସେ ଚିକିତ୍ସିତ ହେଉଛନ୍ତି ।
ସୂଚନା ଅନୁଯାୟୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଡାକ୍ତରଙ୍କ ଟିମ ଲଗାତର ଭାବେ ତାଙ୍କ ଚିକିତ୍ସା ଜାରି ରଖିଛନ୍ତି। ସ୍ବାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି।
The post ନିର୍ବାଚନ ଭିତରେ ବଡ଼ ଖବର, ମୁଖ୍ୟମନ୍ତ୍ରୀ ଅସୁସ୍ଥ appeared first on Dharitri Odia News.