ନିର୍ବାଚନ ରଣନୀତି ନେଇ ବୈଠକରେ ଆଲୋଚନା ହୋଇଛି : ଜୁଏଲ ଓରାମ

ଭୁବନେଶ୍ୱର(କେନ୍ୟୁଜ୍‌) : ଦିଲ୍ଲୀରେ ବିଜେପିର କୋର କମିଟି ବୈଠକ ବସିଛି । ବିଜେପି ଜାତୀୟ ସଭାପତି ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ସାମିଲ ହୋଇଛନ୍ତି । ଓଡ଼ିଶାରେ ନିର୍ବାଚନ ରଣନୀତି ନେଇ ବୈଠକରେ ଆଲୋଚନା ହୋଇଥିବା କହିଛନ୍ତି ସାଂସଦ ଜୁଏଲ ଓରାମ। ମେଣ୍ଟ ନେଇ କେନ୍ଦ୍ରୀୟ ନେତୃତ୍ବ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି । The post ନିର୍ବାଚନ ରଣନୀତି ନେଇ ବୈଠକରେ ଆଲୋଚନା ହୋଇଛି : ଜୁଏଲ ଓରାମ appeared first on KNews Odisha.

ନିର୍ବାଚନ ରଣନୀତି ନେଇ ବୈଠକରେ ଆଲୋଚନା ହୋଇଛି : ଜୁଏଲ ଓରାମ

ଭୁବନେଶ୍ୱର(କେନ୍ୟୁଜ୍‌) : ଦିଲ୍ଲୀରେ ବିଜେପିର କୋର କମିଟି ବୈଠକ ବସିଛି । ବିଜେପି ଜାତୀୟ ସଭାପତି ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ସାମିଲ ହୋଇଛନ୍ତି । ଓଡ଼ିଶାରେ ନିର୍ବାଚନ ରଣନୀତି ନେଇ ବୈଠକରେ ଆଲୋଚନା ହୋଇଥିବା କହିଛନ୍ତି ସାଂସଦ ଜୁଏଲ ଓରାମ। ମେଣ୍ଟ ନେଇ କେନ୍ଦ୍ରୀୟ ନେତୃତ୍ବ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି ।

The post ନିର୍ବାଚନ ରଣନୀତି ନେଇ ବୈଠକରେ ଆଲୋଚନା ହୋଇଛି : ଜୁଏଲ ଓରାମ appeared first on KNews Odisha.