ନିର୍ବାଚନ ୨୦୨୪, ଓଡିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର ୨୯।୦୪ : ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଏନେଇ ନିର୍ବାଚନ କମିଶନର ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ବିଜ୍ଞପ୍ତି ଅନୁସାରେ, ଆଜିଠାରୁ ମାନେ ଅପ୍ରେଲ୍‌ ୨୯ ତାରିଖରୁ ପ୍ରାର୍ଥୀ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଯାହା ଆସନ୍ତା ମେ ୬ ତାରିଖରେ ପର୍ଯ୍ୟନ୍ତ ଚାଲିବ । ଏହାପରେ ମେ ୭ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଏବେ ମେ ୯ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ ରହିଛି । ଶେଷରେ ମେ ୨୫ ତାରିଖରେ ଭୋଟ ଗ୍ରହଣ ହେବ ।ସୂଚନାଯୋଗ୍ୟ ଯେ, ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ  ଓ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଓ ଏହା ଅଧୀନରେ ଆସୁଥିବା ୪୨ଟି  ବିଧାନସଭା ଆସନ ପାଇଁ ଭୋଟ ପକ୍ରିୟା ଆରମ୍ଭ ହେବ । ସେହି ସବୁ ଆସନ ଗୁଡିକ ହେଲ-କୁଚିଣ୍ଡା, ରେଂଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, ଚୌଦ୍ୱାର କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡ

ନିର୍ବାଚନ ୨୦୨୪, ଓଡିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର ୨୯।୦୪ : ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଏନେଇ ନିର୍ବାଚନ କମିଶନର ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ବିଜ୍ଞପ୍ତି ଅନୁସାରେ, ଆଜିଠାରୁ ମାନେ ଅପ୍ରେଲ୍‌ ୨୯ ତାରିଖରୁ ପ୍ରାର୍ଥୀ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଯାହା ଆସନ୍ତା ମେ ୬ ତାରିଖରେ ପର୍ଯ୍ୟନ୍ତ ଚାଲିବ । ଏହାପରେ ମେ ୭ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଏବେ ମେ ୯ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ ରହିଛି । ଶେଷରେ ମେ ୨୫ ତାରିଖରେ ଭୋଟ ଗ୍ରହଣ ହେବ ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ  ଓ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଓ ଏହା ଅଧୀନରେ ଆସୁଥିବା ୪୨ଟି  ବିଧାନସଭା ଆସନ ପାଇଁ ଭୋଟ ପକ୍ରିୟା ଆରମ୍ଭ ହେବ । ସେହି ସବୁ ଆସନ ଗୁଡିକ ହେଲ-କୁଚିଣ୍ଡା, ରେଂଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, ଚୌଦ୍ୱାର କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼ ରହିଛି ।