ନିର୍ମଳାଙ୍କ ପେଡ଼ିରେ ଅଛି କ’ଣ, ବଢୁଛି ଉତ୍କଣ୍ଠା...

ଆସନ୍ତାକାଲି ଦିନ ୧୧ଟାରେ ସଂସଦରେ ସପ୍ତମ ଥର ପାଇଁ ଦେଶର ଆୟ-ବ୍ୟୟର ହିସାବ ରଖିବେ ଅର୍ଥମନ୍ତ୍ରୀ। ଫୋକସରେ ରହିବ ଯୁବ ବର୍ଗଙ୍କ ପାଇଁ ଅଧିକ ରୋଜଗାର ସୃଷ୍ଟି।