ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍
ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ୍ ଦେବାରୁ ସେ ବିଜେଡି ଛାଡ଼ିଥିଲେ। ବିଜେଡି ଟିକେଟ୍ରେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ସନ୍ତୋଷ ଖଟୁଆଙ୍କୁ ଦଳ ଟିକେଟ୍ ଦେଇନାହିଁ। ତାଙ୍କ ବଦଳରେ ଦଳ ସୁକାନ୍ତ ନାୟକଙ୍କୁ ପ୍ରାର୍ଥୀ କରିଛି। ଟିକେଟ୍ ନ ପାଇ ନିରାଶ ହୋଇ ସନ୍ତୋଷ ଖଟୁଆ ଗୁରୁବାରି ବିଜେଡି […] The post ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍ appeared first on Dharitri Odia News.
ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ୍ ଦେବାରୁ ସେ ବିଜେଡି ଛାଡ଼ିଥିଲେ।
ବିଜେଡି ଟିକେଟ୍ରେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ସନ୍ତୋଷ ଖଟୁଆଙ୍କୁ ଦଳ ଟିକେଟ୍ ଦେଇନାହିଁ। ତାଙ୍କ ବଦଳରେ ଦଳ ସୁକାନ୍ତ ନାୟକଙ୍କୁ ପ୍ରାର୍ଥୀ କରିଛି। ଟିକେଟ୍ ନ ପାଇ ନିରାଶ ହୋଇ ସନ୍ତୋଷ ଖଟୁଆ ଗୁରୁବାରି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
The post ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍ appeared first on Dharitri Odia News.