ନୀଳଚକ୍ର ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଶ୍ରଦ୍ଧାଳୁ କହୁଛନ୍ତି ଘଟିବ..

ପୁରୀ,୧୭ା୩: ଚୈତ୍ର ମାସ କୃଷ୍ଣ ପ୍ରତିପଦା ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଲି ଉତ୍ସବ ଏବଂ ଚନ୍ଦନ ଅନୁକୂଳ ନୀତି ସମ୍ପନ୍ନ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଶ୍ରୀମନ୍ଦିରର ନୀଳଚକ୍ରରେ ଉଡୁଥିବା ପତିତପାବନବାନାରେ ପଡ଼ିଛି ଶୂନ୍ୟ ଗଣ୍ଠି। ଶୂନ୍ୟ ଗଣ୍ଠି ପଡ଼ିଥିବା ବାନାକୁ ଅତ୍ୟନ୍ତ ଶୁଭ ଏବଂ ମଙ୍ଗଳ କାରକ ବୋଲି ଶ୍ରଦ୍ଧାଳୁ କହିଛନ୍ତି। ଶୂନ୍ୟରେ ପତିତପାବନ ବାନାରେ ଗଣ୍ଠି ପଡ଼ିଲେ ତାହାକୁ ଶୂନ୍ୟ ଗଣ୍ଠି କୁହାଯାଏ। ବିଶ୍ବାସ ରହିଛି ଶୂନ୍ୟଗଣ୍ଠି ଘରେ ରଖିଲେ ସମସ୍ତ ପ୍ରକାରର […] The post ନୀଳଚକ୍ର ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଶ୍ରଦ୍ଧାଳୁ କହୁଛନ୍ତି ଘଟିବ.. appeared first on Dharitri Odia News.

ନୀଳଚକ୍ର ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଶ୍ରଦ୍ଧାଳୁ କହୁଛନ୍ତି ଘଟିବ..

ପୁରୀ,୧୭ା୩: ଚୈତ୍ର ମାସ କୃଷ୍ଣ ପ୍ରତିପଦା ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଲି ଉତ୍ସବ ଏବଂ ଚନ୍ଦନ ଅନୁକୂଳ ନୀତି ସମ୍ପନ୍ନ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଶ୍ରୀମନ୍ଦିରର ନୀଳଚକ୍ରରେ ଉଡୁଥିବା ପତିତପାବନବାନାରେ ପଡ଼ିଛି ଶୂନ୍ୟ ଗଣ୍ଠି। ଶୂନ୍ୟ ଗଣ୍ଠି ପଡ଼ିଥିବା ବାନାକୁ ଅତ୍ୟନ୍ତ ଶୁଭ ଏବଂ ମଙ୍ଗଳ କାରକ ବୋଲି ଶ୍ରଦ୍ଧାଳୁ କହିଛନ୍ତି।

ଶୂନ୍ୟରେ ପତିତପାବନ ବାନାରେ ଗଣ୍ଠି ପଡ଼ିଲେ ତାହାକୁ ଶୂନ୍ୟ ଗଣ୍ଠି କୁହାଯାଏ। ବିଶ୍ବାସ ରହିଛି ଶୂନ୍ୟଗଣ୍ଠି ଘରେ ରଖିଲେ ସମସ୍ତ ପ୍ରକାରର ବ୍ୟାଧିରୁ ମୁକ୍ତ ମିଳିଥାଏ। ଅନ୍ୟପକ୍ଷେ ଶ୍ରଦ୍ଧାଳୁ ପତିତପାବନବାନାରେ ପଡ଼ିଛି ଶୂନ୍ୟ ଗଣ୍ଠିକୁ ଦେଖି ଶୋଭାଗ୍ୟ ଲାଭ କରିଛନ୍ତି।

 

The post ନୀଳଚକ୍ର ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଶ୍ରଦ୍ଧାଳୁ କହୁଛନ୍ତି ଘଟିବ.. appeared first on Dharitri Odia News.