ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ
ଭୁବନେଶ୍ୱର,୨୨।୭: ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ। ସୋମବାର ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତେବେ କାର୍ଯ୍ୟରେ ଯୋଗ ଦେବା ପରେ ସେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୀତାମ୍ବର କହିଛନ୍ତି, ବିନା ପକ୍ଷପାଖିତା, ନିରପେକ୍ଷ ଭାବରେ ଦାୟିତ୍ୱ ତୁଲାଇବି। ଓଡ଼ିଶାବାସୀଙ୍କୁ ନ୍ୟାୟ ପ୍ରଦାନ କ୍ଷେତ୍ରରେ କାର୍ଯ୍ୟ କରିବି। ରାଜ୍ୟବାସୀଙ୍କୁ ନ୍ୟାୟ ପ୍ରଦାନ କରିବା ମୋହନ ସରକାରଙ୍କ ପ୍ରଥମ ପ୍ରାଥମିକତା ବୋଲି ସେ କହିଛନ୍ତି। ଗତ ୧୯ ତାରିଖରେ ମୁଖ୍ୟମନ୍ତ୍ରୀ […] The post ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ appeared first on Dharitri Odia News.
ଭୁବନେଶ୍ୱର,୨୨।୭: ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ। ସୋମବାର ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତେବେ କାର୍ଯ୍ୟରେ ଯୋଗ ଦେବା ପରେ ସେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୀତାମ୍ବର କହିଛନ୍ତି, ବିନା ପକ୍ଷପାଖିତା, ନିରପେକ୍ଷ ଭାବରେ ଦାୟିତ୍ୱ ତୁଲାଇବି। ଓଡ଼ିଶାବାସୀଙ୍କୁ ନ୍ୟାୟ ପ୍ରଦାନ କ୍ଷେତ୍ରରେ କାର୍ଯ୍ୟ କରିବି। ରାଜ୍ୟବାସୀଙ୍କୁ ନ୍ୟାୟ ପ୍ରଦାନ କରିବା ମୋହନ ସରକାରଙ୍କ ପ୍ରଥମ ପ୍ରାଥମିକତା ବୋଲି ସେ କହିଛନ୍ତି।
ଗତ ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ଦେଇଥିଲେ। ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା।
The post ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ appeared first on Dharitri Odia News.