ନୂଆ ବର୍ଷରୁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ : ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ। ସ୍ୱତନ୍ତ୍ର ବ୍ୟାରିକେଡ଼ ଯୋଗେ ନୂଆ ବର୍ଷରୁ ଶ୍ରୀ ମନ୍ଦିର ପ୍ରବେଶ କରିବେ ଶ୍ରଦ୍ଧାଳୁ । ଏନେଇ ଓବିସିସି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଥିବା ପାଢ଼ୀ କହିଛନ୍ତି। ଏସମ୍ପର୍କରେ ଗୁରୁବାର ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ। ସ୍ବତନ୍ତ୍ର ବ୍ୟାରିକେଡ ଯୋଗେ ନୂଆବର୍ଷରୁ ଶ୍ରୀଜିଉଙ୍କ ଶ୍ରଦ୍ଧାଳୁମାନେ ଦର୍ଶନ କରିବେ । ଏଥିସହିତ ଆନନ୍ଦବଜାରରେ ଆହୁରି ଶୃଙ୍ଖଳା ଆସିବ ବୋଲି ସେ କହିଛନ୍ତି ।