ନୂଆ ଲୁକ୍‌ରେ ଆସିଲେ ଧର୍ମେନ୍ଦ୍ର ପ୍ରଧାନ, ପ୍ରଚାର ମଇଦାନରେ କିଣୁଛନ୍ତି ମନ

ସମ୍ବଲପୁର,୧୨।୪: ଏଥର ସମ୍ବଲପୁର ଦେଖିବ ବଡ଼ ଲଢ଼େଇ । ମଇଦାନର ଗୋଟିଏ ପଟେ ଅଛନ୍ତି ଭାଜପାର ହେଭିୱେଟ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଉ ଅନ୍ୟପଟେ ବିଜେଡିର ହେଭିୱେଟ ତଥା ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ତେବେ ଆଜିର ପ୍ରଚାରରରେ ଲୋକେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକ ନୂଆ ଗେଟ୍‌ଅପ୍‌ରେ ଦେଖିବାକୁ ପାଇଛନ୍ତି। ସମ୍ବଲପୁରୀ କୁର୍ତ୍ତା ଓ ଉତ୍ତରୀୟ ସହ ପୁରା ଫର୍ମରେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ଧର୍ମେନ୍ଦ୍ର । ଛୋଟ ଛୋଟ […] The post ନୂଆ ଲୁକ୍‌ରେ ଆସିଲେ ଧର୍ମେନ୍ଦ୍ର ପ୍ରଧାନ, ପ୍ରଚାର ମଇଦାନରେ କିଣୁଛନ୍ତି ମନ appeared first on Dharitri Odia News.

ନୂଆ ଲୁକ୍‌ରେ ଆସିଲେ ଧର୍ମେନ୍ଦ୍ର ପ୍ରଧାନ, ପ୍ରଚାର ମଇଦାନରେ କିଣୁଛନ୍ତି ମନ

ସମ୍ବଲପୁର,୧୨।୪: ଏଥର ସମ୍ବଲପୁର ଦେଖିବ ବଡ଼ ଲଢ଼େଇ । ମଇଦାନର ଗୋଟିଏ ପଟେ ଅଛନ୍ତି ଭାଜପାର ହେଭିୱେଟ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଉ ଅନ୍ୟପଟେ ବିଜେଡିର ହେଭିୱେଟ ତଥା ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ତେବେ ଆଜିର ପ୍ରଚାରରରେ ଲୋକେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକ ନୂଆ ଗେଟ୍‌ଅପ୍‌ରେ ଦେଖିବାକୁ ପାଇଛନ୍ତି।

ସମ୍ବଲପୁରୀ କୁର୍ତ୍ତା ଓ ଉତ୍ତରୀୟ ସହ ପୁରା ଫର୍ମରେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ଧର୍ମେନ୍ଦ୍ର । ଛୋଟ ଛୋଟ ହୋଟେଲକୁ ଯାଇ ଲୋକଙ୍କ ସହ ବସି ଖାଉଛନ୍ତି ଏବଂ ପାରମ୍ପରିକ ପର୍ବଗୁଡ଼ିକରେ ସାମିଲ ହେଉଛନ୍ତି । ଆଜି ଭାଇ-ଜିଉଁନ୍ତିଆ ପର୍ବରେ ସାମିଲ ହୋଇ ଲୋକଙ୍କ ସହ ପର୍ବ ପାଳନ କରିଛନ୍ତି। କେବଳ ସେ ନୁହେଁ ତାଙ୍କ ସ୍ତ୍ରୀ ମୃଦୁଳା ଠାକୁରଙ୍କୁ ମଧ୍ୟ ସମ୍ବଲପୁରୀ ଗେଟଅପରେ ଦେଖିବାକୁ ମିଳିଛି।

The post ନୂଆ ଲୁକ୍‌ରେ ଆସିଲେ ଧର୍ମେନ୍ଦ୍ର ପ୍ରଧାନ, ପ୍ରଚାର ମଇଦାନରେ କିଣୁଛନ୍ତି ମନ appeared first on Dharitri Odia News.