ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ
ଭୁବନେଶ୍ୱର,୬।୮: ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି। ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ଭିତରେ ନବାନ୍ନ ଲାଗି ହେବ। ପାଟଣେଶ୍ବରୀ ଓ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ମା’ଙ୍କ ପାଖେ ନବାନ୍ନ ଲାଗି ହେବା ପରେ ନୂଆ ଖାଇବେ ଲୋକ। ଏନେଇ ବଲାଙ୍ଗୀର ଜିଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ ନିଷ୍ପତ୍ତି ହୋଇଛି। The post ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ appeared first on Dharitri Odia News.
ଭୁବନେଶ୍ୱର,୬।୮: ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି। ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ଭିତରେ ନବାନ୍ନ ଲାଗି ହେବ। ପାଟଣେଶ୍ବରୀ ଓ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ମା’ଙ୍କ ପାଖେ ନବାନ୍ନ ଲାଗି ହେବା ପରେ ନୂଆ ଖାଇବେ ଲୋକ। ଏନେଇ ବଲାଙ୍ଗୀର ଜିଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ ନିଷ୍ପତ୍ତି ହୋଇଛି।
The post ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ appeared first on Dharitri Odia News.