ନୂଆବର୍ଷ ଆରମ୍ଭରୁ ଆଶ୍ବସ୍ତିକର ଖବର: କମିଲା ଏଲପିଜି ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୧: ନୂଆ ବର୍ଷ ଆରମ୍ଭରୁ ସରକାର ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ତୈଳ ମାର୍କେଟିଂ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ହାର ହ୍ରାସ କରିଛନ୍ତି। ଆଜି ଠାରୁ ଅର୍ଥାତ୍‌ ଜାନୁଆରୀ ୧, ୨୦୨୫ଠାରୁ, ଏଲପିଜି ସିଲିଣ୍ଡର ୧୪.୫୦ଟଙ୍କା ଶସ୍ତା ହୋଇଛି। ଘରୋଇ ଏଲପିଜି ସିଲିଣ୍ଡର ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ। ଗତ ଥର ମାର୍ଚ୍ଚ ୧ରେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଥିଲା। ସୂଚନାଯୋଗ୍ୟ ଯେ, ତୈଳ ମାର୍କେଟିଂ କମ୍ପାନୀଗୁଡିକ କେବଳ ମାସର […] The post ନୂଆବର୍ଷ ଆରମ୍ଭରୁ ଆଶ୍ବସ୍ତିକର ଖବର: କମିଲା ଏଲପିଜି ସିଲିଣ୍ଡର ଦାମ୍‌ appeared first on Dharitri Odia News.

ନୂଆବର୍ଷ ଆରମ୍ଭରୁ ଆଶ୍ବସ୍ତିକର ଖବର: କମିଲା ଏଲପିଜି ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୧: ନୂଆ ବର୍ଷ ଆରମ୍ଭରୁ ସରକାର ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ତୈଳ ମାର୍କେଟିଂ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ହାର ହ୍ରାସ କରିଛନ୍ତି। ଆଜି ଠାରୁ ଅର୍ଥାତ୍‌ ଜାନୁଆରୀ ୧, ୨୦୨୫ଠାରୁ, ଏଲପିଜି ସିଲିଣ୍ଡର ୧୪.୫୦ଟଙ୍କା ଶସ୍ତା ହୋଇଛି। ଘରୋଇ ଏଲପିଜି ସିଲିଣ୍ଡର ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ। ଗତ ଥର ମାର୍ଚ୍ଚ ୧ରେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଥିଲା। ସୂଚନାଯୋଗ୍ୟ ଯେ, ତୈଳ ମାର୍କେଟିଂ କମ୍ପାନୀଗୁଡିକ କେବଳ ମାସର ପ୍ରଥମ ଦିନରେ ଏଲପିଜି ଗ୍ୟାସର ମୂଲ୍ୟ ସ୍ଥିର କରନ୍ତି।

The post ନୂଆବର୍ଷ ଆରମ୍ଭରୁ ଆଶ୍ବସ୍ତିକର ଖବର: କମିଲା ଏଲପିଜି ସିଲିଣ୍ଡର ଦାମ୍‌ appeared first on Dharitri Odia News.