ନୂଆବର୍ଷ ପାଇଁ କଠୋର ହେବ ଅବକାରୀ ବିଭାଗ, ନିୟମ ନମାନିଲେ କଡ଼ା ଆକ୍ସନ

ଭୁବନେଶ୍ବର ୨୦।୧୨: ଆଗକୁ ଆସୁଛି ନୂଆବର୍ଷ । ସେଥିଲାଗି ସବୁଠୁ ପ୍ରସ୍ତୁତି ଜୋର । ତେବେ ଏ ଭିତରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ନୂଆବର୍ଷ ପାଇଁ କଠୋର ହେବ ଅବକାରୀ ବିଭାଗ । ଅବକାରୀ ପଲିସି ନ ମାନିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । ବିଶେଷ କରି ମଦ୍ୟପାନ କରି ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ । ସେହିଭଳି ବେଆଇନ ମଦ ବିକ୍ରି ଉପରେ ମଧ୍ୟ ଅଙ୍କୁଶ ଲାଗିବ । ଯିଏ ବି ଏଥିରେ ଜଡ଼ିତ ରହିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଛନ୍ତି ।You Can Read: 

ନୂଆବର୍ଷ ପାଇଁ କଠୋର ହେବ ଅବକାରୀ ବିଭାଗ, ନିୟମ ନମାନିଲେ କଡ଼ା ଆକ୍ସନ

ଭୁବନେଶ୍ବର ୨୦।୧୨: ଆଗକୁ ଆସୁଛି ନୂଆବର୍ଷ । ସେଥିଲାଗି ସବୁଠୁ ପ୍ରସ୍ତୁତି ଜୋର । ତେବେ ଏ ଭିତରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ନୂଆବର୍ଷ ପାଇଁ କଠୋର ହେବ ଅବକାରୀ ବିଭାଗ । ଅବକାରୀ ପଲିସି ନ ମାନିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । ବିଶେଷ କରି ମଦ୍ୟପାନ କରି ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ । 

ସେହିଭଳି ବେଆଇନ ମଦ ବିକ୍ରି ଉପରେ ମଧ୍ୟ ଅଙ୍କୁଶ ଲାଗିବ । ଯିଏ ବି ଏଥିରେ ଜଡ଼ିତ ରହିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

You Can Read: