ନୂଆବର୍ଷରେ ଭାଜପାକୁ ନେଇ ଏମିତି କହିଲେ ମନମୋହନ

ଭୁବନେଶ୍ୱର,୧।୧: ଭାଜପାକୁ ନେଇ ଲୋକଙ୍କ ବିଶ୍ୱାସ ଭରଷା ବଢ଼ିଛି। ଆଗାମୀ ପଞ୍ଚାୟତ ନିର୍ବାଚନରେ ଭାଜପା ଯଶସ୍ବୀ ହେବ ବୋଲି ଭାଜପା ସଭାପତି ମନମୋହନ ସାମଲ ନୂଆବର୍ଷରେ କହଛନ୍ତି। ଓଡ଼ିଶାରେ ଭାଜପା ଅଦ୍ବିତୀୟ ସଂଗଠନ ହୋଇ ଛିଡ଼ା ହେବ। ଆଗକୁ ଆହୁରି ଶକ୍ତିଶାଳୀ ହେବ ବୋଲି ମନମୋହନ କହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀଙ୍କୁ […] The post ନୂଆବର୍ଷରେ ଭାଜପାକୁ ନେଇ ଏମିତି କହିଲେ ମନମୋହନ appeared first on Dharitri Odia News.

ନୂଆବର୍ଷରେ ଭାଜପାକୁ ନେଇ ଏମିତି କହିଲେ ମନମୋହନ

ଭୁବନେଶ୍ୱର,୧।୧: ଭାଜପାକୁ ନେଇ ଲୋକଙ୍କ ବିଶ୍ୱାସ ଭରଷା ବଢ଼ିଛି। ଆଗାମୀ ପଞ୍ଚାୟତ ନିର୍ବାଚନରେ ଭାଜପା ଯଶସ୍ବୀ ହେବ ବୋଲି ଭାଜପା ସଭାପତି ମନମୋହନ ସାମଲ ନୂଆବର୍ଷରେ କହଛନ୍ତି। ଓଡ଼ିଶାରେ ଭାଜପା ଅଦ୍ବିତୀୟ ସଂଗଠନ ହୋଇ ଛିଡ଼ା ହେବ। ଆଗକୁ ଆହୁରି ଶକ୍ତିଶାଳୀ ହେବ ବୋଲି ମନମୋହନ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।

The post ନୂଆବର୍ଷରେ ଭାଜପାକୁ ନେଇ ଏମିତି କହିଲେ ମନମୋହନ appeared first on Dharitri Odia News.